Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 23:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୋʼ ଦ୍ୱାରା ସଦାପ୍ରଭୁଙ୍କ ଆତ୍ମା କହିଲେ ଓ ତାହାଙ୍କର ବାକ୍ୟ ମୋʼ ଜିହ୍ୱାରେ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ମୋʼ ଦ୍ଵାରା ସଦାପ୍ରଭୁଙ୍କ ଆତ୍ମା କହିଲେ ଓ ତାହାଙ୍କର ବାକ୍ୟ ମୋʼ ଜିହ୍ଵାରେ ଥିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

2 “ମୋ’ ଦ୍ୱାରା ସଦାପ୍ରଭୁଙ୍କ ଆତ୍ମା କହିଲେ ଓ ତାହାଙ୍କର ବାକ୍ୟ ମୋ’ ଜିହ୍ୱାରେ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ମୋ’ ଦ୍ୱାରା ସଦାପ୍ରଭୁଙ୍କ ଆତ୍ମା କହିଲେ, ଓ ତାଙ୍କର ବାକ୍ୟ ମୋ’ ଜିହ୍ୱାରେ ଥିଲା।

Faic an caibideil Dèan lethbhreac




2 ଶାମୁୟେଲ 23:2
6 Iomraidhean Croise  

ପୁଣି, ହେ ମୋହର ପ୍ରଭୋ, ମହାରାଜ, ମୋହର ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଯେପରି ଆପଣ ସମଗ୍ର ଇସ୍ରାଏଲକୁ କହିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟି ଆପଣଙ୍କ ଉପରେ ଅଛି।


ଯୀଶୁ ସେମାନଙ୍କୁ କହିଲେ, “ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ‘ପ୍ରଭୁ’ ବୋଲି କହନ୍ତି?


ସ୍ୱୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ୱାରା ପୂର୍ଣ୍ଣ ହୋଇ କହିଥିଲେ, ‘ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’


କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ବର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ।


Lean sinn:

Sanasan


Sanasan