2 ଶାମୁୟେଲ 23:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ଯେଉଁ ବ୍ୟକ୍ତି ଧର୍ମରେ ଲୋକମାନଙ୍କ ଉପରେ ରାଜତ୍ୱ କରିବ, ସେ ପରମେଶ୍ୱରଙ୍କ ଭୟରେ ରାଜତ୍ୱ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଇସ୍ରାଏଲର ପରମେଶ୍ଵର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ଏକ ବ୍ୟକ୍ତି ଧର୍ମରେ ଲୋକ-ମାନଙ୍କ ଉପରେ ରାଜତ୍ଵ କରିବେ, ସେ ପରମେଶ୍ଵରଙ୍କ ଭୟରେ ରାଜତ୍ଵ କରିବେ। Faic an caibideilଓଡିଆ ବାଇବେଲ3 ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ‘ଯେଉଁ ବ୍ୟକ୍ତି ଧର୍ମରେ ଲୋକମାନଙ୍କ ଉପରେ ରାଜତ୍ୱ କରିବ, ସେ ପରମେଶ୍ୱରଙ୍କ ଭୟରେ ରାଜତ୍ୱ କରିବ। Faic an caibideilପବିତ୍ର ବାଇବଲ3 ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ, ‘ଯେଉଁ ବ୍ୟକ୍ତି ନ୍ୟାୟ ଭାବରେ ଲୋକମାନଙ୍କୁ ଶାସନ କରେ, ଯିଏ ସଦାପ୍ରଭୁଙ୍କ ଭୟରେ ଓ ଭକ୍ତିରେ ଶାସନ କରେ। Faic an caibideil |
ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’