Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 24:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିରେ ଯୋୟାବ ରାଜାଙ୍କୁ କହିଲା, “ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋʼ ପ୍ରଭୁ ମହାରାଜ ଏପରି କରିବା ପାଇଁ କାହିଁକି ଚାହୁଁଅଛନ୍ତି?”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଏଥିରେ ଯୋୟାବ ରାଜାଙ୍କୁ କହିଲା, ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋʼ ପ୍ରଭୁ ମହାରାଜ ଏପରି କର୍ମ କରିବା ପାଇଁ କାହିଁକି ସନ୍ତୋଷ ପାଉଅଛନ୍ତି?

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଏଥିରେ ଯୋୟାବ ରାଜାଙ୍କୁ କହିଲା, “ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋ’ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋ’ ପ୍ରଭୁ ମହାରାଜ ଏପରି କରିବା ପାଇଁ କାହିଁକି ଚାହୁଁ ଅଛନ୍ତି ?”

Faic an caibideil Dèan lethbhreac

ପବିତ୍ର ବାଇବଲ

3 କିନ୍ତୁ ଯୋୟାବ ରାଜାଙ୍କୁ କହିଲେ, “ଏବେ ଯେତେ ଲୋକ ଅଛନ୍ତି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ 100 ଗୁଣ ବୃଦ୍ଧି କରାନ୍ତୁ ଓ ମୋ’ ପ୍ରଭୁ ମହାରାଜାଙ୍କ ଚକ୍ଷୁ ତାହା ଦେଖୁ। କାହିଁକି ରାଜା ସେହି କାର୍ଯ୍ୟ କରିବାକୁ ଗ୍ଭହାନ୍ତି?”

Faic an caibideil Dèan lethbhreac




2 ଶାମୁୟେଲ 24:3
7 Iomraidhean Croise  

ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରମାନଙ୍କ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”


ତଥାପି ଯୋୟାବ ଉପରେ ଓ ସେନାପତିମାନଙ୍କ ଉପରେ ରାଜାଙ୍କ ବାକ୍ୟ ପ୍ରବଳ ହେଲା। ତହୁଁ ଯୋୟାବ ଓ ସେନାପତିମାନେ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବା ପାଇଁ ରାଜାଙ୍କ ସାକ୍ଷାତରୁ ଗମନ କଲେ।


ସଦାପ୍ରଭୁ ତୁମ୍ଭମାନଙ୍କୁ, ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ସନ୍ତାନଗଣକୁ ଆହୁରି ଆହୁରି ବୃଦ୍ଧି କରନ୍ତୁ।


ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ।


ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।


ତୁମ୍ଭେମାନେ ଏବେ ଯେତେ ଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କୁ ତହିଁର ସହସ୍ର ଗୁଣ କରନ୍ତୁ ଓ ସେ ଯେରୂପ ତୁମ୍ଭମାନଙ୍କୁ ପ୍ରତିଜ୍ଞା କରିଅଛନ୍ତି, ତଦ୍ରୂପ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ।


Lean sinn:

Sanasan


Sanasan