Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 24:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏହିରୂପେ ସେମାନେ ସମୁଦାୟ ଦେଶ ଦେଇ ଭ୍ରମଣ କଲା ଉତ୍ତାରେ ନଅ ମାସ କୋଡ଼ିଏ ଦିନର ଶେଷରେ ଯିରୂଶାଲମରେ ଉପସ୍ଥିତ ହେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ଏହିରୂପେ ସେମାନେ ସମୁଦାୟ ଦେଶ ଦେଇ ଭ୍ରମଣ କଲା ଉତ୍ତାରେ ନଅ ମାସ କୋଡ଼ିଏ ଦିନର ଶେଷରେ ଯିରୂଶାଲମରେ ଉପସ୍ଥିତ ହେଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ଏହିରୂପେ ସେମାନେ ସମୁଦାୟ ଦେଶ ଦେଇ ଭ୍ରମଣ କଲା ଉତ୍ତାରେ ନଅ ମାସ କୋଡ଼ିଏ ଦିନର ଶେଷରେ ଯିରୂଶାଲମରେ ଉପସ୍ଥିତ ହେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ଏହା ତାଙ୍କୁ 9ମାସ 20ଦିନ ସମୟ ଲାଗିଲା। ଏହା ପରେ ସେମାନେ ଯିରୁଶାଲମକୁ ଫେରି ଆସିଲେ।

Faic an caibideil Dèan lethbhreac




2 ଶାମୁୟେଲ 24:8
2 Iomraidhean Croise  

ତହୁଁ ସୋର ଗଡ଼ରେ ଓ ହିବ୍ବୀୟମାନଙ୍କର ଓ କିଣାନୀୟମାନଙ୍କ ସମସ୍ତ ନଗରରେ ଉପସ୍ଥିତ ହେଲେ; ପୁଣି ସେମାନେ ବେର୍‍ଶେବାରେ ଯିହୁଦାର ଦକ୍ଷିଣାଞ୍ଚଳକୁ ବାହାରିଗଲେ।


ତହିଁରେ ଯୋୟାବ ଗଣିତ ଯୋଦ୍ଧାମାନଙ୍କ ସଂଖ୍ୟା ରାଜାଙ୍କ ନିକଟରେ ସମର୍ପଣ କଲା; ଇସ୍ରାଏଲର ଖଡ୍ଗଧାରୀ ଆଠ ଲକ୍ଷ ବଳବାନ ଲୋକ ଓ ଯିହୁଦାର ପାଞ୍ଚ ଲକ୍ଷ ଲୋକ ଥିଲେ।


Lean sinn:

Sanasan


Sanasan