Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ ଓ ତାହାର ଭାଇ ବାନା ପଳାଇଗଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ୍ ଓ ତାହାର ଭାଇ ବାନା ପଳାଇ ଗଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ ଓ ତାହାର ଭାଇ ବାନା ପଳାଇ ଗଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

6-7 ରେଖବ ଓ ବାନା ଈ‌ଶ୍‌ବୋଶ‌‌ତ୍‌‌ର ଗୃହରେ ପ୍ରବେଶ କଲେ, ସତେ ଯେପରି ସେମାନେ ଗହମ ନେବାକୁ ଆସିଛନ୍ତି। ଈ‌ଶ୍‌ବୋଶତ୍ ସେହି ସମୟରେ ତାଙ୍କର ଶୋଇବା ଘରେ ବିଛଣା ଉପରେ ବିଶ୍ରାମ ନେଉଥିଲେ। ସେହି ସମୟରେ ରେଖବ୍ ଓ ବାନା ତାଙ୍କର ପେଟରେ ‌‌ଖ‌ଡ଼୍‌ଗ ଭୂଷି ହତ୍ୟା କଲେ ଓ ତାଙ୍କର ମୁଣ୍ଡ କାଟି ତାଙ୍କ ସହିତ ନେଇ ଆସିଲେ। ସେମାନେ ଯର୍ଦ୍ଦନ ଉପତ୍ୟକା ଦେଇ ରାତିସାରା ଗ୍ଭଲିଲେ।

Faic an caibideil Dèan lethbhreac




2 ଶାମୁୟେଲ 4:6
5 Iomraidhean Croise  

ତଥାପି ସେ ଫେରିବାକୁ ମନା କଲା; ଏଣୁ ଅବ୍‍ନର ବର୍ଚ୍ଛାର ପଛ ଅଗରେ ତାହାର ପେଟ ଭୁସି ଦିଅନ୍ତେ, ବର୍ଚ୍ଛା ତାହାର ପଛଆଡ଼େ ଫୁଟି ବାହାରିଲା; ତହୁଁ ସେ ସେହିଠାରେ ପଡ଼ି ସେହି ସ୍ଥାନରେ ମଲା; ପୁଣି ଯେତେ ଲୋକ ଅସାହେଲର ପଡ଼ିବା ଓ ମରିବା ସ୍ଥାନକୁ ଆସିଲେ, ସେମାନେ ଠିଆ ହୋଇ ରହିଲେ।


ମାତ୍ର ଯୋୟାବର ବାମ ହସ୍ତରେ ଥିବା ଖଡ୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇଦେଲା, ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା। ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ।


ପୁଣି ଅବ୍‍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।


ପୁଣି ଶାଉଲଙ୍କର ପୁତ୍ର ଈଶ୍‍ବୋଶତର ଦୁଇ ଜଣ ଦଳପତି ଥିଲେ; ଜଣକର ନାମ ବାନା ଓ ଅନ୍ୟର ନାମ ରେଖବ; ଏମାନେ ବିନ୍ୟାମୀନ୍-ବଂଶଜାତ ବେରୋତୀୟ ରିମ୍ମୋନ୍‍ର ପୁତ୍ର। (କାରଣ ବେରୋତ ମଧ୍ୟ ବିନ୍ୟାମୀନ୍‍ର ଅଧିକାରରେ ଗଣିତ;


ମାତ୍ର ସେମାନେ ବିଳମ୍ବ କରି ରହିବା ବେଳେ ଏହୂଦ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ।


Lean sinn:

Sanasan


Sanasan