Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ଦାଉଦ ବେରୋତୀୟ ରିମ୍ମୋନ୍‍ର ପୁତ୍ର ରେଖବକୁ ଓ ତାହାର ଭାଇ ବାନାକୁ ଉତ୍ତର ଦେଇ କହିଲେ, “ଯେ ସମୁଦାୟ କ୍ଳେଶରୁ ମୋʼ ପ୍ରାଣକୁ ମୁକ୍ତ କରିଅଛନ୍ତି, ସେହି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ କହୁଅଛି,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ଦାଉଦ ବୋରୋତୀୟ ରିମ୍ମୋଣର ପୁତ୍ର ରେଖବ୍କୁ ଓ ତାହାର ଭାଇ ବାନାକୁ ଉତ୍ତର ଦେଇ କହିଲେ, ଯେ ସମୁଦାୟ କ୍ଳେଶରୁ ମୋʼ ପ୍ରାଣକୁ ମୁକ୍ତ କରିଅଛନ୍ତି, ସେହି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ କହୁଅଛି,

Faic an caibideil Dèan lethbhreac

ଓଡିଆ ବାଇବେଲ

9 ମାତ୍ର ଦାଉଦ ବେରୋତୀୟ ରିମ୍ମୋନ୍‍ର ପୁତ୍ର ରେଖବକୁ ଓ ତାହାର ଭାଇ ବାନାକୁ ଉତ୍ତର ଦେଇ କହିଲେ, “ଯେ ସମୁଦାୟ କ୍ଳେଶରୁ ମୋ’ ପ୍ରାଣକୁ ମୁକ୍ତ କରିଅଛନ୍ତି, ସେହି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ କହୁଅଛି,

Faic an caibideil Dèan lethbhreac

ପବିତ୍ର ବାଇବଲ

9 ତଥାପି ଦାଉଦ ରିମ୍ମୋଣର ପୁତ୍ରଗଣ ରେଖବ୍ ଓ ବାନାକୁ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୋତେ ସମସ୍ତ ବିପଦରୁ ରକ୍ଷା କରିଛନ୍ତି।

Faic an caibideil Dèan lethbhreac




2 ଶାମୁୟେଲ 4:9
14 Iomraidhean Croise  

ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”


ପୁଣି ଶାଉଲଙ୍କର ପୁତ୍ର ଈଶ୍‍ବୋଶତର ଦୁଇ ଜଣ ଦଳପତି ଥିଲେ; ଜଣକର ନାମ ବାନା ଓ ଅନ୍ୟର ନାମ ରେଖବ; ଏମାନେ ବିନ୍ୟାମୀନ୍-ବଂଶଜାତ ବେରୋତୀୟ ରିମ୍ମୋନ୍‍ର ପୁତ୍ର। (କାରଣ ବେରୋତ ମଧ୍ୟ ବିନ୍ୟାମୀନ୍‍ର ଅଧିକାରରେ ଗଣିତ;


ଏଥିରେ ରାଜା ଶପଥ କରି କହିଲେ, “ମୁଁ ଅବଶ୍ୟ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ


ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି;


ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ।


ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ,


ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।


ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।


ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର।


ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର ଓ ତୁମ୍ଭ ଦ୍ୱାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ।


ଏହେତୁ ଦେଖନ୍ତୁ, ଆଜି ଯେପରି ମୋʼ ଦୃଷ୍ଟିରେ ଆପଣଙ୍କ ପ୍ରାଣ ବଡ଼ ହେଲା, ସେପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋହର ପ୍ରାଣ ବଡ଼ ହେଉ ଓ ସେ ମୋତେ ସମସ୍ତ କ୍ଳେଶରୁ ଉଦ୍ଧାର କରନ୍ତୁ।”


Lean sinn:

Sanasan


Sanasan