2 ଶାମୁୟେଲ 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ କତିକି ଆସି କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ। Faic an caibideilଓଡିଆ ବାଇବେଲ1 ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ। Faic an caibideilପବିତ୍ର ବାଇବଲ1 ତା'ପରେ ଇସ୍ରାଏଲର ସମସ୍ତ ପରିବାରବର୍ଗ ହିବ୍ରୋଣଠାରେ ଦାଉଦଙ୍କ ନିକଟକୁ ଆସିଲେ। ସେମାନେ କହିଲେ, “ଆମ୍ଭେମାନେ ତୁମ୍ଭର ନିଜ ପରିବାର। Faic an caibideil |
ତହିଁରେ ଇସ୍ରାଏଲ ଲୋକମାନେ ଯିହୁଦା-ଲୋକମାନଙ୍କୁ ଉତ୍ତର କରି କହିଲେ, “ରାଜାଙ୍କଠାରେ ଆମ୍ଭମାନଙ୍କର ଦଶ ଅଂଶ ଅଧିକାର ଅଛି, କାରଣ ଦଶ ଗୋଷ୍ଠୀର ସମ୍ପର୍କ ରାଜାଙ୍କ ସହିତ ଅଛି ଏବଂ ଦାଉଦଙ୍କଠାରେ ତୁମ୍ଭମାନଙ୍କ ଅପେକ୍ଷା ମଧ୍ୟ ଆମ୍ଭମାନଙ୍କ ଅଧିକାର ଅଧିକ; ତେବେ ଆମ୍ଭମାନଙ୍କ ରାଜାଙ୍କୁ ଫେରାଇ ଆଣିବା ପାଇଁ ଆମ୍ଭମାନଙ୍କ ପରାମର୍ଶ ପ୍ରଥମେ ନ ନେଇ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ତୁଚ୍ଛ କଲ?” ତହୁଁ ଇସ୍ରାଏଲ ଲୋକମାନଙ୍କ ବାକ୍ୟ ଅପେକ୍ଷା ଯିହୁଦା ଲୋକମାନଙ୍କ ବାକ୍ୟ ଅଧିକ କଠୋର ହେଲା।