2 ଶାମୁୟେଲ 5:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ କତିକି ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ। Faic an caibideilଓଡିଆ ବାଇବେଲ3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ। Faic an caibideilପବିତ୍ର ବାଇବଲ3 ତେଣୁ ଇସ୍ରାଏଲର ସମସ୍ତ ନେତାମାନେ ରାଜା ଦାଉଦଙ୍କ ସାକ୍ଷାତ ପାଇଁ ହିବ୍ରୋଣକୁ ଆସିଲେ। ତହିଁରେ ରାଜା ଦାଉଦ ହିବ୍ରୋଣରେ ସଦାପ୍ରଭୁ ସମ୍ମୁଖରେ ସେମାନଙ୍କ ସହିତ ଚୁକ୍ତି କଲେ ଓ ସେମାନେ ଇସ୍ରାଏଲର ରାଜା ରୂପେ ଦାଉଦଙ୍କୁ ଅଭିଷିକ୍ତ କଲେ। Faic an caibideil |
ଯାହାହେଉ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋହର ସମୁଦାୟ ପିତୃବଂଶ ମଧ୍ୟରୁ ମୋତେ ଇସ୍ରାଏଲ ଉପରେ ନିତ୍ୟ ରାଜା ହେବା ପାଇଁ ମନୋନୀତ କରିଅଛନ୍ତି; କାରଣ ସେ ଅଗ୍ରଣୀ ହେବା ପାଇଁ ଯିହୁଦାକୁ ଓ ଯିହୁଦା ବଂଶ ମଧ୍ୟରୁ ମୋʼ ପିତୃବଂଶକୁ ମନୋନୀତ କରିଅଛନ୍ତି; ସେ ମୋʼ ପିତାଙ୍କ ପୁତ୍ରଗଣ ମଧ୍ୟରୁ ମୋତେ ସମୁଦାୟ ଇସ୍ରାଏଲ ଉପରେ ରାଜା କରିବା ପାଇଁ ମୋʼ ଠାରେ ସନ୍ତୁଷ୍ଟ ହେଲେ;