2 ଶାମୁୟେଲ 5:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଉତ୍ତାରେ ରାଜା ଓ ତାଙ୍କର ଲୋକମାନେ ଦେଶବାସୀ ଯିବୂଷୀୟମାନଙ୍କ ବିରୁଦ୍ଧରେ ଯିରୂଶାଲମକୁ ଯାତ୍ରା କଲେ, ତହିଁରେ ଦାଉଦ ଏହି ସ୍ଥାନକୁ ଆସି ପାରିବେ ନାହିଁ ବୋଲି ମନେ କରି ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଅନ୍ଧ ଓ ଛୋଟାମାନଙ୍କୁ ଦୂର ନ କଲେ, ଏହି ସ୍ଥାନକୁ ଆସିପାରିବ ନାହିଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)6 ଏଉତ୍ତାରେ ରାଜା ଓ ତାଙ୍କର ଲୋକମାନେ ଦେଶବାସୀ ଯିବୂଷୀୟମାନଙ୍କ ବିରୁଦ୍ଧରେ ଯିରୂଶାଲମକୁ ଯାତ୍ରା କଲେ; ତହିଁରେ ଦାଉଦ ଏସ୍ଥାନକୁ ଆସି ପାରିବେ ନାହିଁ ବୋଲି ମନେ କରି ସେମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଅନ୍ଧ ଓ ଛୋଟାମାନଙ୍କୁ ଦୂର ନ କଲେ, ଏସ୍ଥାନକୁ ଆସି ପାରିବ ନାହିଁ। Faic an caibideilଓଡିଆ ବାଇବେଲ6 ଏଉତ୍ତାରେ ରାଜା ଓ ତାଙ୍କର ଲୋକମାନେ ଦେଶବାସୀ ଯିବୂଷୀୟମାନଙ୍କ ବିରୁଦ୍ଧରେ ଯିରୂଶାଲମକୁ ଯାତ୍ରା କଲେ, ତହିଁରେ ଦାଉଦ ଏହି ସ୍ଥାନକୁ ଆସି ପାରିବେ ନାହିଁ ବୋଲି ମନେ କରି ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଅନ୍ଧ ଓ ଛୋଟାମାନଙ୍କୁ ଦୂର ନ କଲେ, ଏହି ସ୍ଥାନକୁ ଆସି ପାରିବ ନାହିଁ।” Faic an caibideilପବିତ୍ର ବାଇବଲ6 ଏହା ପରେ ରାଜା ଓ ତାଙ୍କର ଲୋକମାନେ ଯିରୁଶାଲମରେ ବାସ କରୁଥିବା ଯିବୂଷୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। ଏହି ଯିବୂଷୀୟମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନକୁ ଆସି ପାରିବ ନାହିଁ। ଏପରିକି ଆମ୍ଭମାନଙ୍କର ଅନ୍ଧ ଓ ଅର୍ଥବ ଲୋକମାନେ ତୁମ୍ଭକୁ ଅଟକାଇ ପାରିବେ।” ସେମାନେ ଏହି ଚିନ୍ତାଧାରା ପ୍ରକାଶ କଲେ ଯେ, ସେମାନଙ୍କର ନଗରରେ ପ୍ରବେଶ କରିବା ପାଇଁ ଦାଉଦ ଅକ୍ଷମ ହେବେ। Faic an caibideil |