2 ଶାମୁୟେଲ 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ଆଉ ଦାଉଦ ଓ ତାଙ୍କର ସଙ୍ଗୀଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ଵରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ। Faic an caibideilଓଡିଆ ବାଇବେଲ2 ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ। Faic an caibideilପବିତ୍ର ବାଇବଲ2 ଦାଉଦ ଏବଂ ତାଙ୍କର ଲୋକମାନେ ଯିହୁଦାର ବାଲିକୁ ଗଲେ। ସେମାନେ ବାଲିର ଯିହୁଦାଠାରୁ ପ୍ରଭୁଙ୍କର ପବିତ୍ର ସିନ୍ଦୁକ ଯିରୁଶାଲମକୁ ଆଣିବାକୁ ଗଲେ। ସେହି ପବିତ୍ର ସିନ୍ଦୁକ ସଦାପ୍ରଭୁଙ୍କର ସିଂହାସନ ତୁଲ୍ୟ ଥିଲା। ସେହି ପବିତ୍ର ସିନ୍ଦୁକ ଉପରେ କିରୁବଦୂତମାନଙ୍କର ପ୍ରତିମୂର୍ତ୍ତିମାନ ଥିଲା ଏବଂ ସଦାପ୍ରଭୁ ସେମାନଙ୍କ ଉପରେ ବସୁଥିଲେ। Faic an caibideil |
ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।