2 ଶାମୁୟେଲ 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ରାଜା ଆପଣା ଗୃହରେ ବାସ କରିବା ବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ Faic an caibideilପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ରାଜା ଆପଣା ଗୃହରେ ବାସ କରିବାଣବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗ-ସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ Faic an caibideilଓଡିଆ ବାଇବେଲ1 ଏଥିଉତ୍ତାରେ ରାଜା ଆପଣା ଗୃହରେ ବାସ କରିବା ବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ Faic an caibideilପବିତ୍ର ବାଇବଲ1 ଏହା ପରେ ଦାଉଦ, ଯେତେବେଳେ ନୂତନ ଗୃହକୁ ଗମନ କଲେ, ସଦାପ୍ରଭୁ ତାଙ୍କୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ଶାନ୍ତି ପ୍ରଦାନ କଲେ। Faic an caibideil |
କିଅବା ଯେପରି ପୂର୍ବକାଳରେ ଓ ଯେଉଁ ସମୟାବଧି ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ କ୍ଳେଶ ଦେବେ ନାହିଁ; ପୁଣି ଆମ୍ଭେ ତୁମ୍ଭର ସମସ୍ତ ଶତ୍ରୁଠାରୁ ତୁମ୍ଭକୁ ବିଶ୍ରାମ ଦେବା। ଆଉ ମଧ୍ୟ ସଦାପ୍ରଭୁ ତୁମ୍ଭକୁ କହନ୍ତି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।