2 ଶାମୁୟେଲ 8:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ସେମାନଙ୍କ ମାତୃନଗରର କର୍ତ୍ତୃତ୍ଵ ନେଲେ। Faic an caibideilଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ। Faic an caibideilପବିତ୍ର ବାଇବଲ1 ଏହା ପରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ ଓ ସେମାନଙ୍କଠାରୁ ତାଙ୍କ ରାଜଧାନୀର କର୍ତ୍ତୃତ୍ୱ ନେଲେ। Faic an caibideil |