2 ଶାମୁୟେଲ 9:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଓ ତୁମ୍ଭ ଦାସମାନେ ତାହା ପାଇଁ ଭୂମିର କୃଷିକର୍ମ କରିବ ଓ ତୁମ୍ଭ କର୍ତ୍ତାର ପୁତ୍ରର ଖାଦ୍ୟ ନିମନ୍ତେ ତହିଁର ଫଳ ଆଣି ଦେବ; ମାତ୍ର ତୁମ୍ଭ କର୍ତ୍ତାର ପୁତ୍ର ମଫୀବୋଶତ୍ ନିତ୍ୟ ମୋହର ମେଜରେ ଭୋଜନ କରିବ।” ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ଥିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)10 ଆଉ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଓ ତୁମ୍ଭ ଦାସମାନେ ତାହା ପାଇଁ ଭୂମିର କୃଷିକର୍ମ କରିବ ଓ ତୁମ୍ଭ କର୍ତ୍ତାର ପୁତ୍ରର ଖାଦ୍ୟ ନିମନ୍ତେ ତଦୁତ୍ପନ୍ନ ଫଳ ଆଣି ଦେବ; ମାତ୍ର ତୁମ୍ଭ କର୍ତ୍ତାର ପୁତ୍ର ମଫୀବୋଶତ୍ ନିତ୍ୟ ମୋହର ମେଜରେ ଭୋଜନ କରିବ। ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ଥିଲେ। Faic an caibideilଓଡିଆ ବାଇବେଲ10 ଆଉ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଓ ତୁମ୍ଭ ଦାସମାନେ ତାହା ପାଇଁ ଭୂମିର କୃଷିକର୍ମ କରିବ ଓ ତୁମ୍ଭ କର୍ତ୍ତାର ପୁତ୍ରର ଖାଦ୍ୟ ନିମନ୍ତେ ତହିଁର ଫଳ ଆଣି ଦେବ; ମାତ୍ର ତୁମ୍ଭ କର୍ତ୍ତାର ପୁତ୍ର ମଫୀବୋଶତ୍ ନିତ୍ୟ ମୋହର ମେଜରେ ଭୋଜନ କରିବ।” ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ଥିଲେ। Faic an caibideilପବିତ୍ର ବାଇବଲ10 ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ ଓ ତୁମ୍ଭର ସେବକଗଣ ତୁମ୍ଭମାନଙ୍କର ମୁନିବର ନାତୀ ମଫୀବୋଶତଙ୍କ ପାଇଁ ଏହି ଜମିକୁ ଗ୍ଭଷ କରିବ ଓ ସେଥିରୁ ଉତ୍ପନ୍ନ ଶସ୍ୟ ଆଣି ତାଙ୍କୁ ଦେବ। କିନ୍ତୁ ସେ ମୋ’ ସହିତ ସବୁ ବେଳେ ଭୋଜନ କରିବ।” ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଗ୍ଭକର ଥିଲେ। Faic an caibideil |