Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 9:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତେବେ ସୀବଃ ରାଜାଙ୍କୁ କହିଲା, “ଆମ୍ଭ ପ୍ରଭୁ ମହାରାଜ ଆପଣା ଦାସକୁ ଯେଉଁସବୁ ଆଜ୍ଞା ଦେଉଅଛନ୍ତି, ତଦନୁସାରେ ଆପଣଙ୍କ ଦାସ କରିବ।” ମଫୀବୋଶତ୍‍ ବିଷୟରେ ରାଜା କହିଲେ, “ସେ ଏକ ରାଜପୁତ୍ର ପରି ଆମ୍ଭ ମେଜରେ ଭୋଜନ କରିବ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ତେବେ ସୀବଃ ରାଜାଙ୍କୁ କହିଲା, ଆମ୍ଭ ପ୍ରଭୁ ମହାରାଜ ଆପଣା ଦାସକୁ ଯେସବୁ ଆଜ୍ଞା ଦେଉଅଛନ୍ତି, ତଦନୁସାରେ ଆପଣଙ୍କ ଦାସ କରିବ। ମଫୀବୋଶତ୍ ବିଷୟରେ ରାଜା କହିଲେ, ସେ ଏକ ରାଜପୁତ୍ର ପରି ଆମ୍ଭ ମେଜରେ ଭୋଜନ କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ତେବେ ସୀବଃ ରାଜାଙ୍କୁ କହିଲା, “ଆମ୍ଭ ପ୍ରଭୁ ମହାରାଜ ଆପଣା ଦାସକୁ ଯେଉଁ ସବୁ ଆଜ୍ଞା ଦେଉଅଛନ୍ତି, ତଦନୁସାରେ ଆପଣଙ୍କ ଦାସ କରିବ।” ମଫୀବୋଶତ୍‍ ବିଷୟରେ ରାଜା କହିଲେ, “ସେ ଏକ ରାଜପୁତ୍ର ପରି ଆମ୍ଭ ମେଜରେ ଭୋଜନ କରିବ।”

Faic an caibideil Dèan lethbhreac

ପବିତ୍ର ବାଇବଲ

11 ତେବେ ସୀବଃ ରାଜାଙ୍କୁ କହିଲା, “ମୁଁ ଆପଣଙ୍କର ଦାସ ଆପଣଙ୍କର ଆଜ୍ଞାକୁ ମୁଁ ଅକ୍ଷରେ ଅକ୍ଷରେ ପାଳନ କରିବି। ଯାହା ଆପଣଙ୍କର ଆଦେଶ ହେବ।” ତେଣୁ ମଫୀବୋଶତ୍ ସର୍ବଦା ରାଜାଙ୍କ ପାଖରେ ତାଙ୍କର ପୁତ୍ର ତୁଲ୍ୟ ସର୍ବଦା ଭୋଜନ କରି ରହିଲେ।

Faic an caibideil Dèan lethbhreac




2 ଶାମୁୟେଲ 9:11
8 Iomraidhean Croise  

ତହୁଁ ରାଜାଙ୍କ ଦାସମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯାହା ପସନ୍ଦ କରନ୍ତି, ତାହା କରିବାକୁ ଆପଣଙ୍କ ଦାସମାନେ ପ୍ରସ୍ତୁତ ଅଛନ୍ତି।”


ପୁଣି ତାହା ସଙ୍ଗେ ବିନ୍ୟାମୀନୀୟ ଏକ ସହସ୍ର ଲୋକ ଥିଲେ, ଆଉ ଶାଉଲଙ୍କ ଗୃହର ଦାସ ସୀବଃ ଓ ତାଙ୍କର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ତାଙ୍କ ସଙ୍ଗରେ ଥିଲେ। ସେମାନେ ରାଜାଙ୍କ ସାକ୍ଷାତରେ ଯର୍ଦ୍ଦନରେ ପଶି ପାର ହୋଇଗଲେ।


ଏଉତ୍ତାରେ ଶାଉଲଙ୍କ ପୌତ୍ର ମଫୀବୋଶତ୍‍ ରାଜାଙ୍କୁ ସାକ୍ଷାତ କରିବା ପାଇଁ ଆସିଲା; ଆଉ ରାଜା ପ୍ରସ୍ଥାନ କରିବା ଦିନଠାରୁ କୁଶଳରେ ଗୃହକୁ ଆସିବା ଦିନ ପର୍ଯ୍ୟନ୍ତ ମଫୀବୋଶତ୍‍ ଆପଣା ପାଦ ପରିଷ୍କାର କରି ନ ଥିଲା, କି ଦାଢ଼ି କ୍ଷୌର ହୋଇ ନ ଥିଲା, କିଅବା ଆପଣା ବସ୍ତ୍ର ଧୌତ କରି ନ ଥିଲା।


ତହିଁରେ ସେ ଉତ୍ତର କଲା, “ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ଦାସ ତ ଛୋଟା, ‘ଗର୍ଦ୍ଦଭ ସଜାଇ ତାହା ଉପରେ ଚଢ଼ି ମହାରାଜଙ୍କ ନିକଟକୁ ଯିବା ପାଇଁ ମୋହର ମନସ୍ଥ ଥିଲା,’ ମାତ୍ର ମୋହର ଦାସ ମୋତେ ପ୍ରବଞ୍ଚନା କଲା।


ଆଉ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଓ ତୁମ୍ଭ ଦାସମାନେ ତାହା ପାଇଁ ଭୂମିର କୃଷିକର୍ମ କରିବ ଓ ତୁମ୍ଭ କର୍ତ୍ତାର ପୁତ୍ରର ଖାଦ୍ୟ ନିମନ୍ତେ ତହିଁର ଫଳ ଆଣି ଦେବ; ମାତ୍ର ତୁମ୍ଭ କର୍ତ୍ତାର ପୁତ୍ର ମଫୀବୋଶତ୍‍ ନିତ୍ୟ ମୋହର ମେଜରେ ଭୋଜନ କରିବ।” ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ଥିଲେ।


ସେହି ମଫୀବୋଶତ୍‍ର ଏକ ସାନ ପୁତ୍ର ଥିଲା, ତାହାର ନାମ ମୀକା। ପୁଣି ସୀବଃର ଗୃହରେ ବାସକାରୀ ସମସ୍ତ ଲୋକ ମଫୀବୋଶତ୍‍ର ଦାସ ହେଲେ।


ଏହିରୂପେ, ମଫୀବୋଶତ୍‍ ଯିରୂଶାଲମରେ ବାସ କଲା; ସେ ନିତ୍ୟ ରାଜମେଜରେ ଭୋଜନ କଲା; ଯଦିଓ ତାହାର ଦୁଇ ପାଦ ଛୋଟା ଥିଲା।


Lean sinn:

Sanasan


Sanasan