୨ ଥେସଲନୀକୀୟ 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି, Faic an caibideilପବିତ୍ର ବାଇବଲ (Re-edited) - (BSI)16 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ଵର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନ; ସାନ୍ତ୍ଵନା ଓ ଉତ୍ତମ ଭରସା ଦେଇଅଛନ୍ତି, Faic an caibideilଓଡିଆ ବାଇବେଲ16 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି, Faic an caibideilପବିତ୍ର ବାଇବଲ (CL) NT (BSI)16 ଆମର ଯେଉଁ ପ୍ରଭୁ ସ୍ୱୟଂ ଯୀଶୁ ଖ୍ରୀଷ୍ଟ ଓ ପିତା ଈଶ୍ୱର ଆମକୁ ପ୍ରେମ କରି ତାଙ୍କର ଅନୁଗ୍ରହ ଦ୍ୱାରା ଆମକୁ ଅଦମ୍ୟ ସାହସ ଓ ଦୃଢ଼ ଭରସା ଦାନ କରିଛନ୍ତି, Faic an caibideilପବିତ୍ର ବାଇବଲ16-17 ତୁମ୍ଭମାନଙ୍କ ପାଇଁ ପ୍ରତ୍ୟେକ ଉତ୍ତମ କାର୍ଯ୍ୟ କରିବାକୁ ଓ ପ୍ରତ୍ୟେକ ଉତ୍ତମ କଥା କହିବା ପାଇଁ ସକ୍ଷମ ହେବ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ୱର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ୱନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ୱର ଆମ୍ଭକୁ ପ୍ରେମ କରନ୍ତି। ନିଜ ଅନୁଗ୍ରହ ମାଧ୍ୟମରେ ସେ ଆମ୍ଭକୁ ଅନନ୍ତକାଳସ୍ଥାୟୀ ଉତ୍ସାହ ଓ ଉତ୍ତମ ଭରସା ଦେଇଛନ୍ତି। Faic an caibideil |