୨ ଥେସଲନୀକୀୟ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ କିପରି ଆମ୍ଭମାନଙ୍କୁ ଅନୁସରଣ କରିବା ତୁମ୍ଭମାନଙ୍କର ଉଚିତ, ତାହା ତୁମ୍ଭେମାନେ ନିଜେ ଜାଣୁଅଛ; ଯେଣୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ଆଳସ୍ୟର ଜୀବନ କାଟି ନ ଥିଲୁ, Faic an caibideilପବିତ୍ର ବାଇବଲ (Re-edited) - (BSI)7 କାରଣ କିପରି ଆମ୍ଭମାନଙ୍କୁ ଅନୁକରଣ କରିବା ତୁମ୍ଭମାନଙ୍କର ଉଚିତ୍ ତାହା ତୁମ୍ଭେମାନେ ନିଜେ ଜାଣୁଅଛ; ଯେଣୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ଆଳସ୍ୟ ପରାୟଣ ଆଚରଣ କରି ନ ଥିଲୁ, Faic an caibideilଓଡିଆ ବାଇବେଲ7 କାରଣ କିପରି ଅାମ୍ଭମାନଙ୍କୁ ଅନୁସରଣ କରିବା ତୁମ୍ଭମାନଙ୍କର ଉଚିତ, ତାହା ତୁମ୍ଭେମାନେ ନିଜେ ଜାଣୁଅଛ; ଯେଣୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ଆଳସ୍ୟର ଜୀବନ କାଟି ନ ଥିଲୁ, Faic an caibideilପବିତ୍ର ବାଇବଲ (CL) NT (BSI)7 ଅବଶ୍ୟ ତୁମ୍ଭେମାନେ ଜାଣିଛ, ତୁମ କାର୍ଯ୍ୟକଳାପରେ ଆମକୁ ଅନୁକରଣ କରିବା ଉଚିତ୍। ତୁମ୍ଭମାନଙ୍କ ସହିତ ରହିଥିବା ବେଳେ ଆମେ ଆଳସ୍ୟପରାୟଣ ନ ଥିଲୁ। Faic an caibideilପବିତ୍ର ବାଇବଲ7 ତୁମ୍ଭେମାନେ ଜାଣିଛ ଯେ, ଆମ୍ଭ ପରି ତୁମ୍ଭେମାନେ ରହିବା ଉଚିତ୍। ତୁମ୍ଭମାନଙ୍କ ସହିତ ଥିଲାବେଳେ ଆମ୍ଭେ କେବେ ହେଲେ କାମ କରିବା ପାଇଁ ମନା କରି ନ ଥିଲୁ। Faic an caibideil |