୨ ତୀମଥି 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)7 କାରଣ ଈଶ୍ଵର ଆମ୍ଭମାନଙ୍କୁ ଭୀରୁତାର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି। Faic an caibideilଓଡିଆ ବାଇବେଲ7 କାରଣ ଈଶ୍ୱର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାଁନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି । Faic an caibideilପବିତ୍ର ବାଇବଲ (CL) NT (BSI)7 ଈଶ୍ୱର ଆମ୍ଭମାନଙ୍କୁ ଯେଉଁ ଆତ୍ମା ଦାନ କରିଛନ୍ତି, ତାହା ଆମ୍ଭମାନଙ୍କୁ କାପୁରୁଷ କରି ଦିଏ ନାହିଁ, ବରଂ ତଦ୍ଦ୍ୱାରା ଆମେ ଶକ୍ତି, ପ୍ରେମ ଓ ଆତ୍ମସଂଯମରେ ପରିପୂର୍ଣ୍ଣ ହେଉ। Faic an caibideilପବିତ୍ର ବାଇବଲ7 ପରମେଶ୍ୱର ଆମ୍ଭକୁ ଭୟର ଆତ୍ମା ଦେଇ ନାହାନ୍ତି। ସେ ଆମ୍ଭକୁ ଶକ୍ତି, ପ୍ରେମ ଓ ଆତ୍ମସଂଯମର ଆତ୍ମା ପ୍ରଦାନ କରିଛନ୍ତି। Faic an caibideil |