୨ ତୀମଥି 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ସେମାନଙ୍କର କଥା ପଚା ଘା ପରି ଖାଇଯିବ; ସେମାନଙ୍କ ମଧ୍ୟରେ ହୁମନାୟ ଓ ଫିଲୀତ ଅନ୍ୟତମ; Faic an caibideilପବିତ୍ର ବାଇବଲ (Re-edited) - (BSI)17 ଆଉ ସେମାନଙ୍କର କଥା ପଚା ଘା ପରି ଖାଇଯିବ ସେମାନଙ୍କ ମଧ୍ୟରେ ହୁମନାୟ ଓ ଫିଲୀତ ଅନ୍ୟତମ; Faic an caibideilଓଡିଆ ବାଇବେଲ17 ଆଉ ସେମାନଙ୍କର କଥା ପଚା ଘା ପରି ଖାଇଯିବ; ସେମାନଙ୍କ ମଧ୍ୟରେ ହୁମନାୟ ଓ ଫିଲୀତ ଅନ୍ୟତମ; Faic an caibideilପବିତ୍ର ବାଇବଲ (CL) NT (BSI)17 ଯେଉଁମାନେ ଏହିଭଳି ବାକ୍ୟାଳାପ କରନ୍ତି, ସେମାନଙ୍କ ଶିକ୍ଷା ଗଚ୍ଚିତ କ୍ଷତ ପରି କ୍ଷୟକାରୀ - ସେମାନଙ୍କ ମଧ୍ୟରେ ଅଛନ୍ତି ହୁମନାୟ ଓ ଫିଲିତ। Faic an caibideilପବିତ୍ର ବାଇବଲ17 ଶରୀର ଭିତରେ ରୋଗ ବ୍ୟାପିଲା ଭଳି ସେମାନଙ୍କର ମନ୍ଦ ଶିକ୍ଷା ବ୍ୟାପି ଯିବ। ହୁମନାୟ ଓ ଫିଲୀତ ହେଉଛନ୍ତି ସେହିଭଳି ଲୋକ। Faic an caibideil |