୨ ତୀମଥି 2:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଅଜ୍ଞାନୀ ଓ ମୂର୍ଖମାନଙ୍କର ଯୁକ୍ତିତର୍କ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହିସବୁ ଅଗ୍ରାହ୍ୟ କର। Faic an caibideilପବିତ୍ର ବାଇବଲ (Re-edited) - (BSI)23 ନିର୍ବୋଧ ଓ ବିତଣ୍ତା ବାଦାନୁବାଦ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହିସବୁ ଅଗ୍ରାହ୍ୟ କର। Faic an caibideilଓଡିଆ ବାଇବେଲ23 ଅଜ୍ଞାନୀ ଓ ମୁର୍ଖ ମାନଙ୍କର ଯୁକ୍ତିତର୍କ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହି ସବୁ ଅଗ୍ରାହ୍ୟ କର । Faic an caibideilପବିତ୍ର ବାଇବଲ (CL) NT (BSI)23 ଆଉ ଥରେ କହି ରଖୁଛି, ଅବାନ୍ତର ଓ ନିର୍ବୋଧ ଯୁକ୍ତିତର୍କରୁ ଦୂରରେ ରୁହ। ତୁମେ ଜାଣ, ଏ ସବୁର ପରିଣତି କେବଳ କଳହ। Faic an caibideilପବିତ୍ର ବାଇବଲ23 ମୂର୍ଖ ଓ ଅର୍ଥହୀନ ତର୍କବିତର୍କରୁ ଦୂରରେ ରୁହ। ତୁମ୍ଭେ ଜାଣ ଯେ ସେହି ଯୁକ୍ତିତର୍କଗୁଡ଼ିକ ବଢ଼ିଯାଇ ବଡ଼ ବିବାଦ ସୃଷ୍ଟି କରେ। Faic an caibideil |