୨ ତୀମଥି 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ମୁକୁଟ ପାଏ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ଆହୁରି ମଧ୍ୟ ଯଦି ଜଣେ ଲୋକ କ୍ରୀଡ଼ାରେ ପ୍ରତିଦ୍ଵନ୍ଦିତା କରେ, ସେ ନିୟମାନୁସାରେ ତାହା ନ କଲେ ମୁକୁଟ ପ୍ରାପ୍ତ ହୁଏ ନାହିଁ। Faic an caibideilଓଡିଆ ବାଇବେଲ5 ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ମୁକୁଟ ପାଏ ନାହିଁ । Faic an caibideilପବିତ୍ର ବାଇବଲ (CL) NT (BSI)5 ଦୌଡ଼ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିବା ଖେଳୁଆଡ଼ ପ୍ରତିଯୋଗିତାର ନିୟମାବଳୀ ପାଳନ ନ କଲେ, ସେଥିରେ ସେ କୃତକାର୍ଯ୍ୟ ହୋଇ ପୁରସ୍କାର ଲାଭ କରିପାରିବ ନାହିଁ। Faic an caibideilପବିତ୍ର ବାଇବଲ5 ଜଣେ ଖେଳାଳୀ ପୁରସ୍କାର ଜିଣିବା ପାଇଁ ଦୌଡ଼ର ସମସ୍ତ ନିୟମ ପାଳନ କରିବା ଦରକାର। Faic an caibideil |