୨ ତୀମଥି 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)13 କିନ୍ତୁ ଦୁଷ୍ଟ ଲୋକେ ଓ ପ୍ରବଞ୍ଚକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ। Faic an caibideilଓଡିଆ ବାଇବେଲ13 କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ । Faic an caibideilପବିତ୍ର ବାଇବଲ (CL) NT (BSI)13 କିନ୍ତୁ ଦୁରାଚାରୀ ଓ ପ୍ରବଞ୍ଚକମାନଙ୍କ ଗତି ସର୍ବନାଶ ଆଡ଼କୁ - ସେମାନେ ଅନ୍ୟମାନଙ୍କୁ ଠକାଇ ଶେଷରେ ନିଜେ ଠକି ହୋଇଯିବେ। Faic an caibideilପବିତ୍ର ବାଇବଲ13 ସେମାନେ ଅନ୍ୟମାନଙ୍କୁ ଭ୍ରାନ୍ତ କରାଇବେ ଓ ନିଜେ ଭ୍ରାନ୍ତ ହେବେ। Faic an caibideil |