୨ ତୀମଥି 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ। Faic an caibideilପବିତ୍ର ବାଇବଲ (Re-edited) - (BSI)16 ମୋହର ପ୍ରଥମ ଆତ୍ମପକ୍ଷ ସମର୍ଥନ ସମୟରେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ। Faic an caibideilଓଡିଆ ବାଇବେଲ16 ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ । Faic an caibideilପବିତ୍ର ବାଇବଲ (CL) NT (BSI)16 ପ୍ରଥମ ଥର ଯେତେବେଳେ ମୋତେ ନିଜ ପକ୍ଷ ସମର୍ଥନ କରିବାକୁ ପଡ଼ିଥିଲା, କେହି ମୋ’ ନିକଟରେ ରହିଲେ ନାହିଁ, ସମସ୍ତେ ମୋତେ ଛାଡ଼ି ଚାଲିଗଲେ। ଈଶ୍ୱର ସେମାନଙ୍କର ଏହି ଦୋଷ ନ ଧରନ୍ତିୁ। Faic an caibideilପବିତ୍ର ବାଇବଲ16 ପ୍ରଥମଥର ନିଜକୁ ରକ୍ଷା କରିବା ପାଇଁ ମୁଁ ଅଦାଲତରେ ଠିଆ ହେଲାବେଳେ କୌଣସି ଲୋକ ମୋତେ ସମର୍ଥନ କରିବାକୁ ଆଗେଇ ଆସି ନ ଥିଲା। ସମସ୍ତେ ମୋତେ ଛାଡ଼ି ଗ୍ଭଲିଗଲେ। ମୁଁ ପ୍ରାର୍ଥନା କରେ ଯେ, ପ୍ରଭୁ ପରମେଶ୍ୱର ସେମାନଙ୍କୁ କ୍ଷମା କରନ୍ତୁ। କିନ୍ତୁ ପ୍ରଭୁ ମୋ’ ସହିତ ଥିଲେ। Faic an caibideil |