Biblia Todo Logo
Bìoball air-loidhne

- Sanasan -




୨ ତୀମଥି 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 କାରଣ ଏବେ ହେଁ ମୋʼର ପ୍ରାଣ ଆହୁତି ପରି ଢଳାଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

6 ମୋର ଜୀବନକୁ ବଳି ଦେଇ ଏଇ ମରଧାମ ତ୍ୟାଗ କରିବାର ବେଳ ଆସିଲାଣି।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ମୋ’ ଜୀବନ ମୁଁ ପରମେଶ୍ୱରଙ୍କୁ ଉତ୍ସର୍ଗ କରିଦେଇଛି। ମୋ’ ପାଇଁ ଏ ସଂସାର ଛାଡ଼ିବାର ସମୟ ଆସିଯାଇଛି। ମୁଁ ଉତ୍ତମ ଯୁଦ୍ଧ ଲଢ଼ିଛି।

Faic an caibideil Dèan lethbhreac




୨ ତୀମଥି 4:6
8 Iomraidhean Croise  

ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।


ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇଯିବେ।”


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭ ମରଣ ଦିନ ଆସି ପହଞ୍ଚିଲାଣି, ଯିହୋଶୂୟକୁ ଡାକ, ପୁଣି, ଦୁହେଁ ସମାଗମ-ତମ୍ବୁରେ ଠିଆ ହୁଅ, ଆମ୍ଭେ ତାହାକୁ ଆଜ୍ଞା ଦେବା।” ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ବୁରେ ଠିଆ ହେଲେ।


ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;


ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଏ, ତେବେ ମଧ୍ୟ ମୁଁ ଆନନ୍ଦିତ ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲସିତ।


ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି। ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ।


Lean sinn:

Sanasan


Sanasan