Biblia Todo Logo
Bìoball air-loidhne

- Sanasan -




ପ୍ରେରିତ 11:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ, ଯେତେବେଳେ ପିତର ଯିରୂଶାଲମ ସହରକୁ ଆସିଲେ, ସେତେବେଳେ ସୁନ୍ନତି ଶିଷ୍ୟମାନେ ତାହାଙ୍କ ସହିତ ବିବାଦ କରି କହିଲେ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଆଉ, ଯେତେବେଳେ ପିତର ଯିରୂଶାଲମକୁ ଆସିଲେ, ସେତେବେଳେ ସୁନ୍ନତି ଶିଷ୍ୟମାନେ ତାଙ୍କ ସହିତ ବିବାଦ କରି କହିଲେ,

Faic an caibideil Dèan lethbhreac

ଓଡିଆ ବାଇବେଲ

2 ଆଉ, ଯେତେବେଳେ ପିତର ଯିରୂଶାଲମକୁ ଆସିଲେ, ସେତେବେଳେ ସୁନ୍ନତି ଶିଷ୍ୟମାନେ ତାହାଙ୍କ ସହିତ ବିବାଦ କରି କହିଲେ,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

2 ପିତର ଯେତେବେଳେ ଯିରୂଶାଲମକୁ ଗଲେ, ଅଣଇହୁଦୀମାନଙ୍କୁ ସୁନ୍ନତ କରିବା ସପକ୍ଷରେ ଥିବା ଲୋକମାନେ ତାଙ୍କୁ ସମାଲୋଚନା କରି କହିଲେ,

Faic an caibideil Dèan lethbhreac

ପବିତ୍ର ବାଇବଲ

2 ତେଣୁ ପିତର ଯିରୁଶାଲମରେ ପହଞ୍ଚିବା ପରେ ସୁନ୍ନତ ହୋଇଥିବା ଲୋକମାନେ ତାହାଙ୍କୁ ସମାଲୋଚନା କଲେ।

Faic an caibideil Dèan lethbhreac




ପ୍ରେରିତ 11:2
8 Iomraidhean Croise  

ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୁଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ;


ପରଦିନ ସେମାନେ ଯାଉ ଯାଉ ଯେତେବେଳେ ସେହି ନଗରର ନିକଟବର୍ତ୍ତୀ ହେଲେ, ସେତେବେଳେ ପିତର ପ୍ରାୟ ଦିନ ବାର ଘଣ୍ଟା ସମୟରେ ପ୍ରାର୍ଥନା କରିବା ନିମନ୍ତେ ଛାତ ଉପରକୁ ଗଲେ,


ଏଥିମଧ୍ୟରେ କେତେକ ଲୋକ ଯିହୂଦିୟା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।


କିନ୍ତୁ ଫାରୂଶୀ-ଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୁଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ।


ଆଉ, ଯୂସ୍ତ ନାମରେ ଖ୍ୟାତ ଯୀଶୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ସୁନ୍ନତିପ୍ରାପ୍ତ ବିଶ୍ୱାସୀମାନଙ୍କ ମଧ୍ୟରୁ କେବଳ ଏମାନେ ଈଶ୍ବରଙ୍କ ରାଜ୍ୟ ନିମନ୍ତେ ମୋହର ସହକର୍ମୀ ଏମାନେ ମୋହର ସାନ୍ତ୍ୱନାର କାରଣ ହୋଇଅଛନ୍ତି।


କାରଣ ଅନେକେ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତ ପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି;


Lean sinn:

Sanasan


Sanasan