Biblia Todo Logo
Bìoball air-loidhne

- Sanasan -




ପ୍ରେରିତ 26:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ହେ ରାଜନ ଆଗ୍ରିପ୍ପା, ଯିହୁଦୀମାନେ ମୋ ବିରୁଦ୍ଧରେ ଯେ ସମସ୍ତ ଅଭିଯୋଗ କରୁଅଛନ୍ତି, ସେ ସମ୍ବନ୍ଧରେ ମୁଁ ଯେ ଆଜି ଆପଣଙ୍କ ଛାମୁରେ ଆତ୍ମପକ୍ଷ ସମର୍ଥନ କରିବାକୁ ସୁଯୋଗ ପାଇଅଛି, ଏଥିପାଇଁ ମୁଁ ଆପଣାକୁ ସମୃଦ୍ଧିମାନ ମନେ କରୁଅଛି,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ହେ ରାଜନ୍ ଆଗ୍ରିପ୍‍ପା, ଯିହୁଦୀମାନେ ମୋʼ ବିରୁଦ୍ଧରେ ଯେସମସ୍ତ ଅଭିଯୋଗ କରୁଅଛନ୍ତି, ସେ ସମ୍ଵନ୍ଧରେ ମୁଁ ଯେ ଆଜି ଆପଣଙ୍କ ଛାମୁରେ ଆତ୍ମ-ପକ୍ଷସମର୍ଥନ କରିବାକୁ ସୁଯୋଗ ପାଇଅଛି, ଏଥିପାଇଁ ମୁଁ ଆପଣାକୁ ସମୃଦ୍ଧିମାନ୍ ମନେ କରୁଅଛି,

Faic an caibideil Dèan lethbhreac

ଓଡିଆ ବାଇବେଲ

2 ହେ ରାଜନ ଆଗ୍ରିପ୍ପା, ଯିହୂଦୀମାନେ ମୋ ବିରୁଦ୍ଧରେ ଯେ ସମସ୍ତ ଅଭିଯୋଗ କରୁଅଛନ୍ତି, ସେ ସମ୍ବନ୍ଧରେ ମୁଁ ଯେ ଆଜି ଆପଣଙ୍କ ଛାମୁରେ ଆତ୍ମପକ୍ଷ ସମର୍ଥନ କରିବାକୁ ସୁଯୋଗ ପାଇଅଛି, ଏଥିପାଇଁ ମୁଁ ଆପଣଙ୍କୁ ସମୃଦ୍ଧିମାନ ମନେ କରୁଅଛି,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

2 “ରାଜା ଆଗ୍ରୀପା! ଇହୁଦୀମାନେ ମୋତେ ଯେଉଁ ସବୁ ବିଷୟରେ ଅଭିଯୁକ୍ତ କରିଛନ୍ତି, ତାହା ବିପକ୍ଷରେ ଆପଣଙ୍କ ସମ୍ମୁଖରେ ମୁଁ ଆତ୍ମସମର୍ଥନ କରିବାକୁ ସୁଯୋଗ ପାଇଥିବାରୁ ଆଜି ନିଜକୁ ଭାଗ୍ୟବାନ ମନେ କରୁଛି,

Faic an caibideil Dèan lethbhreac

ପବିତ୍ର ବାଇବଲ

2 ହେ ରାଜା ଆଗ୍ରି‌‌ପ୍‌‌ପା, “ମୁଁ ନିଜକୁ ଭାଗ୍ୟବାନ୍ ମନେ କରୁଛି, କାରଣ ମୁଁ ଆଜି ଆପଣଙ୍କ ସମ୍ମୁଖରେ ଯିହୂଦୀମାନଙ୍କ ଦ୍ୱାରା ଅଭିଯୋଗ ବିରୁଦ୍ଧରେ ମୋ’ ପକ୍ଷରେ ଉତ୍ତର ଦେବା ପାଇଁ ସମର୍ଥ ହୋଇପାରିଛି।

Faic an caibideil Dèan lethbhreac




ପ୍ରେରିତ 26:2
10 Iomraidhean Croise  

ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି।


କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ।


ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, ଶାସନକର୍ତ୍ତା ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ନେଇଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବାକି କଥା ଉତ୍ତର ଦେବ କିମ୍ବା କଅଣ କହିବ, ସେ ବିଷୟରେ ଚିନ୍ତା କର ନାହିଁ;


କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ;


ମୋହର ପ୍ରଭୁଙ୍କ ଛାମୁକୁ ତାହାର ବିଷୟରେ ଲେଖିବା ନିମନ୍ତେ ମୋହର କୌଣସି ନିଶ୍ଚିତ ବିଷୟ ନାହିଁ। ଏଣୁ ବିଚାର କରି ଯେପରି ମୁଁ ଲେଖିବା ନିମନ୍ତେ କିଛି ପାଇ ପାରେ, ସେଥିପାଇଁ ତାହାଙ୍କୁ ଆପଣମାନଙ୍କ, ବିଶେଷତଃ ହେ ରାଜନ ଆଗ୍ରିପ୍ପା ଆପଣଙ୍କ ସମ୍ମୁଖକୁ ଆଣିଅଛି;


ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ତୁମ୍ଭକୁ ଆପଣା ସପକ୍ଷରେ କଥା କହିବା ନିମନ୍ତେ ଅନୁମତି ଦିଆଗଲା। ସେଥିରେ ପାଉଲ ହସ୍ତ ବିସ୍ତାର କରି ଆପଣା ପକ୍ଷ ସମର୍ଥନ କରିବାକୁ ଲାଗିଲେ,


ଅତଏବ, ହେ ରାଜନ ଆଗ୍ରିପ୍ପା ମୁଁ ସେହି ସ୍ୱର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,


ରାଜା ତ ଏସମସ୍ତ ବିଷୟ ଜାଣନ୍ତି, ଆଉ ମୁଁ ତାହାଙ୍କ ଛାମୁରେ ମଧ୍ୟ ସାହସରେ କଥା କହୁଅଛି, କାରଣ ଏହି ସମସ୍ତ ବିଷୟର କୌଣସି କଥା ତାଙ୍କର ଅଜଣା ନାହିଁ ବୋଲି ମୋହର ବିଶ୍ୱାସ; ଏହା ତ ଗୋପନରେ କରା ହୋଇ ନାହିଁ।


ବିଶେଷରେ ଏହି କାରଣରୁ ଯେ, ଆପଣ ଯିହୁଦୀମାନଙ୍କ ମଧ୍ୟରେ ପ୍ରଚଳିତ ସମସ୍ତ ରୀତିନୀତି ଓ ମତାମତ ସମ୍ବନ୍ଧରେ ନିପୁଣ ଅଟନ୍ତି; ଏଥିପାଇଁ ଧୈର୍ଯ୍ୟ ଧରି ମୋହର କଥା ଶୁଣିବା ନିମନ୍ତେ ମୁଁ ଆପଣଙ୍କୁ ବିନତି କରୁଅଛି।


ଆମ୍ଭମାନଙ୍କ ବାର ଗୋଷ୍ଠୀ ସେହି ପ୍ରତିଜ୍ଞାର ଫଳ ପ୍ରାପ୍ତି ଆଶାରେ ଦିବାରାତ୍ର ଏକାଗ୍ର ଚିତ୍ତରେ ଈଶ୍ବରଙ୍କ ସେବା କରୁଅଛନ୍ତି। ହେ ରାଜନ, ସେହି ପ୍ରତ୍ୟାଶା ହେତୁ ମୁଁ ଯିହୁଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହେଉଅଛି।


Lean sinn:

Sanasan


Sanasan