ପ୍ରେରିତ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଦିନେ ପ୍ରାର୍ଥନାର ନିର୍ଦ୍ଦିଷ୍ଟ ସମୟରେ, ଅର୍ଥାତ୍, ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ। Faic an caibideilଓଡିଆ ବାଇବେଲ1 ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ । Faic an caibideilପବିତ୍ର ବାଇବଲ (CL) NT (BSI)1 ଦିନେ ପିତର ଓ ଯୋହନ ପ୍ରାର୍ଥନା ସମୟ ଅପରାହ୍ନ ତିନିଟାବେଳେ ଉପାସନା ମନ୍ଦିରକୁ ଯାଉଥିଲେ। Faic an caibideilପବିତ୍ର ବାଇବଲ1 ଦିନେ ପିତର ଓ ଯୋହନ ଏକାଠି ମନ୍ଦିର ପରିସରକୁ ଗଲେ। ସେତେବେଳେ ଦିନ ତିନିଟା ହୋଇଥିଲା ଓ ତାହା ପ୍ରତିଦିନର ପ୍ରାର୍ଥନାର ସମୟ ଥିଲା। Faic an caibideil |