ପ୍ରେରିତ 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପିତର ଏବଂ ଯୋହନ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; Faic an caibideilପବିତ୍ର ବାଇବଲ (Re-edited) - (BSI)1 ସେମାନେ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିରର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; Faic an caibideilଓଡିଆ ବାଇବେଲ1 ସେମାନେ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; Faic an caibideilପବିତ୍ର ବାଇବଲ (CL) NT (BSI)1 ପିତର ଓ ଯୋହନ ଲୋକମାନଙ୍କୁ ଏହିପରି ଶିକ୍ଷା ଦେଉଥିବା ସମୟରେ ମନ୍ଦିରର କେତେକ ଯାଜକ, ମନ୍ଦିର ପ୍ରହରୀମାନଙ୍କର ସେନାପତି ଓ କେତେକ ସାଦ୍ଦୁକୀ ଆସି ପହଞ୍ଚିଲେ। Faic an caibideilପବିତ୍ର ବାଇବଲ1 ପିତର ଓ ଯୋହନ ଲୋକମାନଙ୍କ ସହ କଥାବାର୍ତ୍ତା କରୁଥିବା ସମୟରେ କେତେକ ଲୋକ ସେମାନଙ୍କ ପାଖକୁ ଆସିଲେ। ସେମାନେ ଯାଜକ, ମନ୍ଦିରର ଜଗୁଆଳୀମାନଙ୍କ ସେନାପତି ଓ କେତେକ ସାଦ୍ଦୂକୀ ଥିଲେ। Faic an caibideil |