ପ୍ରେରିତ 7:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେ ସ୍ୱଦେଶରୁ ଓ ଆପଣା ଆତ୍ମୀୟମାନଙ୍କ ମଧ୍ୟରୁ ବାହାରି ଆସ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଦେଶ ଦେଖାଇବା, ସେହି ଦେଶକୁ ଯାଅ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେ ସ୍ଵଦେଶରୁ ଓ ଆପଣା ଆତ୍ମୀୟମାନଙ୍କ ମଧ୍ୟରୁ ବାହାରିଆସ, ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଦେଶ ଦେଖାଇବା, ସେହି ଦେଶକୁ ଯାଅ। Faic an caibideilଓଡିଆ ବାଇବେଲ3 ତୁମ୍ଭେ ସ୍ୱଦେଶରୁ ଓ ଆପଣା ଆତ୍ମୀୟମାନଙ୍କ ମଧ୍ୟରୁ ବାହାରି ଆସ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଦେଶ ଦେଖାଇବା, ସେହି ଦେଶକୁ ଯାଅ । Faic an caibideilପବିତ୍ର ବାଇବଲ (CL) NT (BSI)3 ‘ତୁମର ପରିବାର ଓ ଦେଶ ପରିତ୍ୟାଗ କରି ମୁଁ ଯେଉଁ ଦେଶ ଦେଖାଇବି, ସେଠାକୁ ଯାଅ।’ Faic an caibideilପବିତ୍ର ବାଇବଲ3 ‘ତୁମ୍ଭେ ନିଜ ଦେଶ ଓ ବନ୍ଧୁବର୍ଗଙ୍କୁ ଛାଡ଼ି ମୁଁ ତୁମ୍ଭକୁ ଯେଉଁ ଦେଶ ଦେଖାଇବି, ସେ ଦେଶକୁ ଗ୍ଭଲିଯାଅ।’ Faic an caibideil |