ଦାନିୟେଲ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହି ସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)2 ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମକୁ ଓ ପରମେଶ୍ଵରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶସ୍ଥ ଆପଣା ଦେବ ମନ୍ଦିରକୁ ସେସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ତାର ଗୃହରେ ରଖିଲା। Faic an caibideilଓଡିଆ ବାଇବେଲ2 ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହିସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା। Faic an caibideilପବିତ୍ର ବାଇବଲ2 ବର୍ତ୍ତମାନ ସଦାପ୍ରଭୁ ଯିହୋୟାକୀମ୍କୁ ପରାସ୍ତ କରିବା ପାଇଁ ନବୂଖଦ୍ନିତ୍ସରଙ୍କୁ ଅନୁମତି ଦେଲେ ଏବଂ ସେ କିଛି ପାତ୍ର ପରମେଶ୍ୱରଙ୍କ ମନ୍ଦିରରୁ ନେଇଗଲେ। ସେ ଶିନିୟର ଭୂମିକୁ ସବୁଗୁଡ଼ିକୁ ବହନ କରି ନେଲେ ଏବଂ ଆରଣା ଦେବତାମାନଙ୍କ ମନ୍ଦିର ଭଣ୍ତାରଗୃହରେ ସେସବୁ ରଖି ଦେଲେ। Faic an caibideil |
ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, “ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହନ୍ତି, ‘ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ,’ ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।