ଦାନିୟେଲ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା। Faic an caibideilପବିତ୍ର ବାଇବଲ (Re-edited) - (BSI)5 ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା। Faic an caibideilଓଡିଆ ବାଇବେଲ5 ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା। Faic an caibideilପବିତ୍ର ବାଇବଲ5 ଏବଂ ରାଜା ସେହିସବୁ ଯୁବକମାନଙ୍କୁ ରାଜକୀୟ ଖାଦ୍ୟ ଓ ପାନୀୟ ଦେଲେ। ସେ ତିନି ବର୍ଷ ଯାଏ ସେମାନଙ୍କୁ ଖାଦ୍ୟ ଦେବା ସହିତ ଯତ୍ନ ନେଲେ ଓ ରାଜାଙ୍କୁ ସେବା କରିବା ପାଇଁ ସେମାନଙ୍କୁ ତାଲିମ ପ୍ରାପ୍ତ ହେବାକୁ ଗ୍ଭହିଁଲେ। Faic an caibideil |