ଦାନିୟେଲ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିକି ନିବେଦନ କଲେ। Faic an caibideilଓଡିଆ ବାଇବେଲ8 ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ। Faic an caibideilପବିତ୍ର ବାଇବଲ8 ମାତ୍ର ଦାନିୟେଲ ସେହି ରାଜକୀୟ ଖାଦ୍ୟ ଖାଇ ଓ ଦ୍ରାକ୍ଷାରସ ପାନ କରି ନିଜକୁ ଅଶୁଚି କରିବାକୁ ଇଚ୍ଛା କଲେ ନାହିଁ। ଏଣୁ ସେ ନପୁଂସକାଧିପତିକୁ ନିବେଦନ କଲେ ଓ ସେ ଅନ୍ୟାନ୍ୟ ଖାଦ୍ୟ ଖାଇ ପାରିବେ କି ବୋଲି ପଗ୍ଭରିଲେ, ଯାହାଫଳରେ ସେ ଅଶୁଚି ହେବେ ନାହିଁ। Faic an caibideil |