ଦାନିୟେଲ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେତେବେଳେ ପରମେଶ୍ୱର ସେହି ନପୁଂସକାଧିପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ସେତେବେଳେ ପରମେଶ୍ଵର ସେହି ନପୁଂସକାଧି-ପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ। Faic an caibideilଓଡିଆ ବାଇବେଲ9 ସେତେବେଳେ ପରମେଶ୍ୱର ସେହି ନପୁଂସକାଧିପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ। Faic an caibideilପବିତ୍ର ବାଇବଲ9 ସେତେବେଳେ ପରମେଶ୍ୱର ସେହି ନପୁଂସକାଧିପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ। Faic an caibideil |
ହେ ପ୍ରଭୋ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।