ଦାନିୟେଲ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା-ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।” Faic an caibideilପବିତ୍ର ବାଇବଲ (Re-edited) - (BSI)9 ମାତ୍ର ତୁମ୍ଭେମାନେ ଯେବେ ସେହି ସ୍ଵପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ଵପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି। Faic an caibideilଓଡିଆ ବାଇବେଲ9 ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋ’ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋ’ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି। Faic an caibideilପବିତ୍ର ବାଇବଲ9 ମାତ୍ର ତୁମ୍ଭେମାନେ ଯଦି ମୋତେ ସେହି ସ୍ୱପ୍ନ ବିଷୟରେ ନ ଜଣାଅ ତେବେ ତୁମ୍ଭେମାନେ ନିଶ୍ଚିତ ଦଣ୍ତ ପାଇବ। କାରଣ ସମୟ ଗଡ଼ାଇବା ପାଇଁ ତୁମ୍ଭେମାନେ ମୋ’ ସମ୍ମୁଖରେ ମିଥ୍ୟା ଓ ପ୍ରବଞ୍ଚନା ବାକ୍ୟ କହିବା ପାଇଁ ପ୍ରସ୍ତୁତ ହୋଇଅଛ। ଏଣୁ ତୁମ୍ଭେମାନେ ସ୍ୱପ୍ନଟି ମୋତେ କୁହ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋ’ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।” Faic an caibideil |
“ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”
ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”