ଦାନିୟେଲ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ରାଜା ନବୂଖଦ୍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅ ହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା; ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସେ ତାହା ସ୍ଥାପନ କଲା। Faic an caibideilପବିତ୍ର ବାଇବଲ (Re-edited) - (BSI)1 ରାଜା ନବୂଖଦ୍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅ ହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା; ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସେ ତାହା ସ୍ଥାପନ କଲା। Faic an caibideilଓଡିଆ ବାଇବେଲ1 ରାଜା ନବୂଖଦ୍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅ ହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା; ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସେ ତାହା ସ୍ଥାପନ କଲା। Faic an caibideilପବିତ୍ର ବାଇବଲ1 ରାଜା ନବୂଖଦ୍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା। ସେ ପ୍ରତିମାଟିକୁ ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସ୍ଥାପନ କଲା। Faic an caibideil |
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।