ଦାନିୟେଲ 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ। Faic an caibideilଓଡିଆ ବାଇବେଲ5 ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ। Faic an caibideilପବିତ୍ର ବାଇବଲ5 ଯେତେବେଳେ ତୁମ୍ଭେମାନେ ସମସ୍ତେ ତୂରୀ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍ନିତ୍ସରଙ୍କ ଦ୍ୱାରା ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ନିଶ୍ଚୟ ପୂଜା କରିବ। Faic an caibideil |
ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”