ଦାନିୟେଲ 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସର୍ବୋପରିସ୍ଥ ପରମେଶ୍ୱର ମୋର ପକ୍ଷରେ ଯେଉଁ ଯେଉଁ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ଉଚିତ ବୋଧ ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)2 ସର୍ବୋପରିସ୍ଥ ପରମେଶ୍ଵର ମୋର ପକ୍ଷରେ ଯେ ଯେ ଚିହ୍ନ ଓ ଆଶ୍ଚର୍ଯ୍ୟ କ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ବିହିତ ବୋଧ ହେଲା। Faic an caibideilଓଡିଆ ବାଇବେଲ2 ସର୍ବୋପରିସ୍ଥ ପରମେଶ୍ୱର ମୋର ପକ୍ଷରେ ଯେଉଁ ଯେଉଁ ଚିହ୍ନ ଓ ଆଶ୍ଚର୍ଯ୍ୟ କ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ଉଚିତ୍ ବୋଧ ହେଲା। Faic an caibideilପବିତ୍ର ବାଇବଲ2 ସର୍ବୋପରିସ୍ଥ ପରମେଶ୍ୱର ମୋ’ ପାଇଁ ଯେଉଁ ଆଶ୍ଚର୍ଯ୍ୟ କ୍ରିୟା ସାଧନ କରିଅଛନ୍ତି, ତାହା ସବୁ ପ୍ରଗ୍ଭର କରିବାକୁ ମୁଁ ସୁଖ ବୋଧ କଲି। Faic an caibideil |
ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।