ଦାନିୟେଲ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତାହାଙ୍କର ଚିହ୍ନସକଳ କିପରି ମହତ ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ୱ ପୁରୁଷାନୁକ୍ରମେ ଥାଏ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ତାହାଙ୍କର ଚିହ୍ନସକଳ କିପରି ମହତ ! ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ଵ ପୁରୁଷାନୁକ୍ରମେ ଥାଏ। Faic an caibideilଓଡିଆ ବାଇବେଲ3 ତାହାଙ୍କର ଚିହ୍ନସକଳ କିପରି ମହତ ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ୱ ପୁରୁଷାନୁକ୍ରମେ ଥାଏ। Faic an caibideilପବିତ୍ର ବାଇବଲ3 ପରମେଶ୍ୱରଙ୍କ ଚମତ୍କାରସବୁ ଶକ୍ତିଶାଳୀ, ଅଦ୍ଭୂତ ଅଟେ। ସେ ଅନନ୍ତକାଳ ପାଇଁ ଶାସନ କରିବେ ଓ ତାଙ୍କର ରାଜ୍ୟ କେବେ ସମାପ୍ତ ହେବ ନାହିଁ। Faic an caibideil |
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।