ଦାନିୟେଲ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୁଁ ନବୂଖଦ୍ନିତ୍ସର ଆପଣା ଗୃହରେ ଶାନ୍ତିରେ ଥିଲି ଓ ଆପଣା ପ୍ରାସାଦରେ ତେଜସ୍ୱୀ ଥିଲି। Faic an caibideilପବିତ୍ର ବାଇବଲ (Re-edited) - (BSI)4 ମୁଁ ନବୂଖଦ୍ନିତ୍ସର ଆପଣା ଗୃହରେ ଶାନ୍ତିରେ ଥିଲି ଓ ଆପଣା ପ୍ରାସାଦରେ ତେଜସ୍ଵୀ ଥିଲି। Faic an caibideilଓଡିଆ ବାଇବେଲ4 ମୁଁ ନବୂଖଦ୍ନିତ୍ସର ଆପଣା ଗୃହରେ ଶାନ୍ତିରେ ଥିଲି ଓ ଆପଣା ପ୍ରାସାଦରେ ତେଜସ୍ୱୀ ଥିଲି। Faic an caibideilପବିତ୍ର ବାଇବଲ4 ମୁଁ ନବୂଖଦ୍ନିତ୍ସର ମୋର ନିଜ ପ୍ରାସାଦରେ ଶାନ୍ତି ଓ ଶକ୍ତିଶାଳୀ ଥିଲି। Faic an caibideil |
ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।