ଦାନିୟେଲ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍ବିଗ୍ନ କଲା। Faic an caibideilପବିତ୍ର ବାଇବଲ (Re-edited) - (BSI)5 ମୁଁ ଗୋଟିଏ ସ୍ଵପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍ବିଗ୍ନ କଲା। Faic an caibideilଓଡିଆ ବାଇବେଲ5 ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍ବିଗ୍ନ କଲା। Faic an caibideilପବିତ୍ର ବାଇବଲ5 ମୁଁ ଗୋଟିଏ ସ୍ୱପ୍ନ ଦେଖିଲି ଓ ତାହା ମୋତେ ଭୟଭୀତ କଲା। ଆଉ ମୁଁ ଶଯ୍ୟା ଉପରେ ଥିବା ବେଳେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍ବିଗ୍ନ କଲା। Faic an caibideil |
ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।
ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;