ଦାନିୟେଲ 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହେତୁ ସ୍ୱପ୍ନର ଅର୍ଥ ମୋତେ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ୱାନ୍ ଲୋକଙ୍କୁ ମୋʼ ନିକଟକୁ ଆଣିବା ପାଇଁ ଆଜ୍ଞା କଲି; Faic an caibideilପବିତ୍ର ବାଇବଲ (Re-edited) - (BSI)6 ଏହେତୁ ସ୍ଵପ୍ନର ଅର୍ଥ ମୋତେ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ଵାନ୍ ଲୋକଙ୍କୁ ମୋʼ ନିକଟକୁ ଆଣିବା ପାଇଁ ଆଜ୍ଞା କଲି; Faic an caibideilଓଡିଆ ବାଇବେଲ6 ଏହେତୁ ସ୍ୱପ୍ନର ଅର୍ଥ ମୋତେ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ୱାନ୍ ଲୋକଙ୍କୁ ମୋ’ ନିକଟକୁ ଆଣିବା ପାଇଁ ଆଜ୍ଞା କଲି; Faic an caibideilପବିତ୍ର ବାଇବଲ6 ତେଣୁ ସ୍ୱପ୍ନର ଅର୍ଥ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ୱାନ ଲୋକଙ୍କୁ ମୋ’ ନିକଟକୁ ଆଣିବା ପାଇଁ ଆଜ୍ଞା କଲି। Faic an caibideil |
ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;