ଦାନିୟେଲ 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥର ନିର୍ମିତ ଦେବଗଣର ପ୍ରଶଂସା କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥରନିର୍ମିତ ଦେବଗଣର ପ୍ରଶଂସା କଲେ। Faic an caibideilଓଡିଆ ବାଇବେଲ4 ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥର ନିର୍ମିତ ଦେବଗଣର ପ୍ରଶଂସା କଲେ। Faic an caibideilପବିତ୍ର ବାଇବଲ4 ସେମାନେ ଦ୍ରାକ୍ଷାରସ ପାନ କରୁଥିବା ବେଳେ ସୁନା, ରୂପା, ପିତ୍ତଳ, ଲୁହା, କାଠ ଓ ପ୍ରସ୍ତର ନିର୍ମିତ ମୂର୍ତ୍ତିରୂପକ ଦେବଗଣର ପ୍ରଶଂସା କଲେ। Faic an caibideil |
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।