ଦାନିୟେଲ 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ବାବିଲର ରାଜା ବେଲ୍ଶତ୍ସରର ରାଜତ୍ଵର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ବାବିଲର ରାଜା ବେଲ୍ଶତ୍ସରର ଅଧିକାରର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ଵପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ଵପ୍ନ ଲେଖି କଥାର ସାର ପ୍ରକାଶ କଲେ। Faic an caibideilଓଡିଆ ବାଇବେଲ1 ବାବିଲର ରାଜା ବେଲ୍ଶତ୍ସରର ରାଜତ୍ଵର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ। Faic an caibideilପବିତ୍ର ବାଇବଲ1 ବାବିଲର ରାଜା ବେଲ୍ଶତ୍ସରଙ୍କ ରାଜତ୍ୱର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ। ସେ ସେହି ସ୍ୱପ୍ନରେ ସାରକଥା ଲେଖି ରଖିଲେ। Faic an caibideil |