ଦାନିୟେଲ 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୁଁ ସେହି ମେଷକୁ ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦିଗକୁ ପେଲି ମାଡ଼ିବାର ଦେଖିଲି; ଆଉ, କୌଣସି ପଶୁ ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ, କିଅବା ତାହାର ହସ୍ତରୁ ଉଦ୍ଧାର କରିବାକୁ କେହି ନ ଥିଲା; ମାତ୍ର ସେ ସ୍ଵେଚ୍ଛାମତ କର୍ମ କରି ଆପଣାର ବଡ଼ାଇ ପ୍ରକାଶ କଲା। Faic an caibideilପବିତ୍ର ବାଇବଲ (Re-edited) - (BSI)4 ମୁଁ ସେହି ମେଷକୁ ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦିଗକୁ ପେଲି ମାଡ଼ିବାର ଦେଖିଲି; ଆଉ, କୌଣସି ପଶୁ ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ, କିଅବା ତାହାର ହସ୍ତରୁ ଉଦ୍ଧାର କରିବାକୁ କେହି ନ ଥିଲା; ମାତ୍ର ସେ ସ୍ଵେଚ୍ଛାମତ କର୍ମ କରି ଆପଣାର ବଡ଼ାଇ ପ୍ରକାଶ କଲା। Faic an caibideilଓଡିଆ ବାଇବେଲ4 ମୁଁ ସେହି ମେଷକୁ ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦିଗକୁ ପେଲି ମାଡ଼ିବାର ଦେଖିଲି; ଆଉ, କୌଣସି ପଶୁ ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ, କିଅବା ତାହାର ହସ୍ତରୁ ଉଦ୍ଧାର କରିବାକୁ କେହି ନ ଥିଲା; ମାତ୍ର ସେ ସ୍ଵେଚ୍ଛାମତ କର୍ମ କରି ଆପଣାର ବଡ଼ାଇ ପ୍ରକାଶ କଲା। Faic an caibideilପବିତ୍ର ବାଇବଲ4 ମୁଁ ଲକ୍ଷ୍ୟ କଲି ସେହି ମେଷ ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦିଗକୁ ପେଲି ମାଡ଼ି ଯାଉଛି। ଆଉ କୌଣସି ପଶୁ ତାହା ସମ୍ମୁଖରେ ଠିଆ ହୋଇପାରୁ ନ ଥିଲେ ଏବଂ ଆଉ କେହି ତା'ଠାରୁ ରକ୍ଷା ପାଇ ପାରିଲେ ନାହିଁ। ତେଣୁ ସେ ନିଜ ଇଚ୍ଛାନୁସାରେ କର୍ମ କରି ନିଜର ବଡ଼ିମା ପ୍ରକାଶ କରି ଶକ୍ତିଶାଳୀ ହେଲା। Faic an caibideil |
ପୁଣି, ମୁଁ ଦେଖିଲି ଯେ, ସେ ସେହି ମେଷ ନିକଟକୁ ଆସିଲା ଓ ତାହା ଉପରେ ପ୍ରଚଣ୍ଡ କ୍ରୋଧରେ ଉତ୍ତେଜିତ ହୋଇ ସେହି ମେଷକୁ ଆଘାତ କଲା ଓ ତାହାର ଦୁଇ ଶୃଙ୍ଗ ଭାଙ୍ଗି ପକାଇଲା ଓ ତାହା ସମ୍ମୁଖରେ ଠିଆ ହେବା ପାଇଁ ସେହି ମେଷର ଆଉ ଶକ୍ତି ରହିଲା ନାହିଁ; ମାତ୍ର ସେ ଛାଗ ତାହାକୁ ଭୂମିରେ ପକାଇ ପଦରେ ଦଳିଲା, ଆଉ ତାହାର ହସ୍ତରୁ ସେହି ମେଷକୁ ଉଦ୍ଧାର କରିବା ପାଇଁ କେହି ନ ଥିଲା।