ଉପଦେଶକ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯାହା ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏହାପରି କି କୌଣସି ବିଷୟ ଅଛି? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)10 ଯହିଁ ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏପରି କି କୌଣସି ବିଷୟ ଅଛି? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା। Faic an caibideilଓଡିଆ ବାଇବେଲ10 ଯାହା ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏହାପରି କି କୌଣସି ବିଷୟ ଅଛି ? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା। Faic an caibideilପବିତ୍ର ବାଇବଲ10 ଜଣେ ଲୋକ କହେ, “ଦେଖ, ଏହା ନୂଆ।” କିନ୍ତୁ ଏହି ବସ୍ତୁ ପୂର୍ବରୁ ରହି ଆସିଛି। ଆମ୍ଭମାନଙ୍କ ପୂର୍ବରୁ ଏହା ଥିଲା। Faic an caibideil |