ଉପଦେଶକ 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତ କାଳରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ। Faic an caibideilଓଡିଆ ବାଇବେଲ11 ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।” Faic an caibideilପବିତ୍ର ବାଇବଲ11 ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ, କିଅବା ଭବିଷ୍ୟତକାଳରେ ଯେଉଁମାନେ ଉତ୍ପନ୍ନ ହେବେ ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ। Faic an caibideil |