Biblia Todo Logo
Bìoball air-loidhne

- Sanasan -




ଉପଦେଶକ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ସର୍ବଦା ଘୂରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ନିତ୍ୟ ନିତ୍ୟ ଘୁରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ସର୍ବଦା ଘୁରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ପବନ ଦକ୍ଷିଣ ଦିଗକୁ ବହେ, ପବନ ଉତ୍ତର ଦିଗକୁ ବହେ। ପବନ ନିଜ ପଥରେ ଘୁରେ ଓ ପବନ ଆପଣା ଚକ୍ରକୁ ପୁନର୍ବାର ଫେରେ।

Faic an caibideil Dèan lethbhreac




ଉପଦେଶକ 1:6
11 Iomraidhean Croise  

ଦକ୍ଷିଣ ବାୟୁ ସକାଶୁ ପୃଥିବୀ ସ୍ତବ୍ଧ ଥିବା ବେଳେ ତୁମ୍ଭର ବସ୍ତ୍ର କିପରି ଉଷ୍ଣ ହୁଏ?


ଦକ୍ଷିଣସ୍ଥ ମଣ୍ଡଳରୁ ବତାସ ଆସେ ଓ ଉତ୍ତରରୁ ଶୀତ ଆସେ।


ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ଡ ବାୟୁ ଉଠଇ, ତଦ୍ଦ୍ୱାରା ସମୁଦ୍ରର ତରଙ୍ଗମାଳା ଉଠେ।


ସେ ବତାସକୁ ସୁସ୍ଥିର କରନ୍ତି, ତହୁଁ ସମୁଦ୍ରର ତରଙ୍ଗମାଳା ନିରସ୍ତ ହୁଏ।


ନଦୀସବୁ ସମୁଦ୍ରକୁ ବହିଯାଆନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି।


ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିପରି ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ୱରଙ୍କ କର୍ମ ହିଁ ଜାଣ ନାହିଁ।


ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ଡ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା।


ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।


ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା।”


ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ପବିତ୍ର ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର।”


Lean sinn:

Sanasan


Sanasan