ଉପଦେଶକ 10:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଲୁହା ଦନ୍ଥରା ହେଲେ ଯଦି କେହି ତାହାର ଦାଢ଼ ନ ପଜାଏ, ତେବେ ତାହା ଉତ୍ତାରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ। Faic an caibideilପବିତ୍ର ବାଇବଲ (Re-edited) - (BSI)10 ଲୁହା ଦନ୍ଥରା ହେଲେ ଯେବେ କେହି ତାହାର ଦାଢ଼ ନ ପଜାଏ, ତେବେ ତାହାପରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ। Faic an caibideilଓଡିଆ ବାଇବେଲ10 ଲୁହା ଦନ୍ଥରା ହେଲେ ଯଦି କେହି ତାହାର ଦାଢ଼ ନ ପଜାଏ, ତେବେ ତାହା ଉତ୍ତାରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ। Faic an caibideilପବିତ୍ର ବାଇବଲ10 କୁହ୍ରାଡ଼ି ଦନ୍ଥଡ଼ା ହେଲେ, ଯଦି ତା'ର ଦାଢ଼ ନ ପଜାଏ, ତେବେ ତାହାପରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ। କିନ୍ତୁ ଜ୍ଞାନ ଜିନିଷକୁ ସହଜ ସାଧ୍ୟ କରିଦିଏ। Faic an caibideil |