ଉପଦେଶକ 12:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ; Faic an caibideilପବିତ୍ର ବାଇବଲ (Re-edited) - (BSI)2 ସେସମୟରେ ସୂର୍ଯ୍ୟ ଓ ଦୀପ୍ତି ଓ ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ; Faic an caibideilଓଡିଆ ବାଇବେଲ2 ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ; Faic an caibideilପବିତ୍ର ବାଇବଲ2 ସେ ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବ। ପୁଣି ବୃଷ୍ଟି ପରେ ପୁନର୍ବାର ମେଘ ହେବ। Faic an caibideil |