Biblia Todo Logo
Bìoball air-loidhne

- Sanasan -




ଉପଦେଶକ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ମୋʼ ଚକ୍ଷୁ ଯାହା ଦେଖି ଯାହା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ମୋʼ ଚକ୍ଷୁ ଯାହା ବାଞ୍ଛା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ପୁଣି, ମୋ’ ଚକ୍ଷୁ ଯାହା ଦେଖି ଯାହା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ମୋର ଆଖି ଯାହା ଦେଖିଲା, ମୁଁ ତାହାକୁ ସ୍ମରଣ କଲି। ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ଅଭାବ କଲି ନାହିଁ। କାରଣ ମୋହର ସମସ୍ତ ପରିଶ୍ରମ ସକାଶୁଁ ମୋହର ହୃଦୟ ଆନନ୍ଦ କଲା। ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।

Faic an caibideil Dèan lethbhreac




ଉପଦେଶକ 2:10
21 Iomraidhean Croise  

ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।


ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।


ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି?


ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର।


କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।


ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।


ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ।


ମୁଁ ଆପଣା ମନେ ମନେ କହିଲି, “ଆସ, ମୁଁ ଏବେ ତୁମ୍ଭକୁ ଆନନ୍ଦ ଦ୍ୱାରା ପରୀକ୍ଷା କରିବି; ଏହେତୁ ସୁଖଭୋଗ କର; ଆଉ ଦେଖ, ତାହା ମଧ୍ୟ ଅସାର।”


ତେବେ ସୂର୍ଯ୍ୟ ତଳେ ମନୁଷ୍ୟ ଯେଉଁ ଯେଉଁ ପରିଶ୍ରମରେ ଓ ହୃଦୟର ଚିନ୍ତାରେ ପରିଶ୍ରାନ୍ତ ହୁଏ, ସେସବୁରୁ ସେ କʼଣ ପାଏ?


ଭୋଜନ ଓ ପାନ ପୁଣି ନିଜ ପରିଶ୍ରମରେ ଆପଣା ପ୍ରାଣକୁ ସୁଖଭୋଗ କରାଇବା ଅପେକ୍ଷା ମନୁଷ୍ୟର ଆଉ ଅଧିକ ମଙ୍ଗଳ ବିଷୟ ନାହିଁ। ମଧ୍ୟ ମୁଁ ଦେଖିଲି, ଏହା ପରମେଶ୍ୱରଙ୍କ ହସ୍ତରୁ ହୁଏ।


ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ?


ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର।


ଆହୁରି, ସେ ଯାବଜ୍ଜୀବନ ଅନ୍ଧକାରରେ ଆହାର କରେ, ପୁଣି ସେ ଅତିଶୟ ବିରକ୍ତ ହୁଏ, ଆଉ ତାହାକୁ ପୀଡ଼ା ଓ କୋପ ଘଟେ।


ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ।


ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ।


ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।


ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନ ଓ ପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ୱରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ।


ଯେପରି ସେମାନଙ୍କର ପ୍ରେମ, ସେପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ; କିଅବା ସୂର୍ଯ୍ୟ ତଳେ ଯାହା କିଛି କରାଯାଏ, ତହିଁରେ ଅନନ୍ତକାଳ ସେମାନଙ୍କର କୌଣସି ଅଂଶ ନ ଥାଏ।


ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।


କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।


ତହୁଁ ସେ ଆସି ଆପଣା ପିତା ଓ ମାତାକୁ କହିଲା, “ମୁଁ ତିମ୍ନାରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ସ୍ତ୍ରୀଲୋକ ଦେଖିଅଛି; ଏଣୁ ତୁମ୍ଭେମାନେ ଏବେ ତାହାକୁ ଆଣି ମୋତେ ବିବାହ ଦିଅ।”


Lean sinn:

Sanasan


Sanasan