ଉପଦେଶକ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୁଁ ରୂପା ଓ ସୁନା, ପୁଣି ନାନା ରାଜାର ଓ ନାନା ପ୍ରଦେଶର ବିଶେଷ ବିଶେଷ ସମ୍ପତ୍ତି ସଂଗ୍ରହ କଲି; ମୁଁ ଗାୟକ ଓ ଗାୟିକା, ଆଉ ମନୁଷ୍ୟ-ସନ୍ତାନଗଣର ତୁଷ୍ଟିକାରଣୀ ଅନେକ ଉପପତ୍ନୀ ପାଇଲି। Faic an caibideilପବିତ୍ର ବାଇବଲ (Re-edited) - (BSI)8 ମୁଁ ରୂପା ଓ ସୁନା, ପୁଣି ନାନା ରାଜାର ଓ ନାନା ପ୍ରଦେଶର ବିଶେଷ ବିଶେଷ ସମ୍ପତ୍ତି ସଂଗ୍ରହ କଲି; ମୁଁ ଗାୟକ ଓ ଗାୟିକା, ଆଉ ମନୁଷ୍ୟ-ସନ୍ତାନଗଣର ତୁଷ୍ଟିକାରଣୀ ଅନେକ ଉପପନିୀ ପାଇଲି। Faic an caibideilଓଡିଆ ବାଇବେଲ8 ମୁଁ ରୂପା ଓ ସୁନା, ପୁଣି ନାନା ରାଜାର ଓ ନାନା ପ୍ରଦେଶର ବିଶେଷ ବିଶେଷ ସମ୍ପତ୍ତି ସଂଗ୍ରହ କଲି; ମୁଁ ଗାୟକ ଓ ଗାୟିକା, ଆଉ ମନୁଷ୍ୟ ସନ୍ତାନଗଣର ତୁଷ୍ଟିକାରଣୀ ଅନେକ ଉପପତ୍ନୀ ପାଇଲି। Faic an caibideilପବିତ୍ର ବାଇବଲ8 ମୁଁ ରୂପା ଓ ସୁନା ଏବଂ ନାନା ରାଜାର ଓ ନାନା ପ୍ରଦେଶର ବହୁତ ସମ୍ପତ୍ତି ସଂଗ୍ରହ କଲି, ମୁଁ ଗାୟକ ଓ ଗାୟିକା ଆଉ ମନୁଷ୍ୟ ତୁଷ୍ଟିକାରିଣୀ ଅନେକ ଉପପତ୍ନୀ ପାଇଲି। Faic an caibideil |
ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”